ଯିଶାଇୟ 24:14 - ଓଡିଆ ବାଇବେଲ14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ଵନି କରିବେ; ସଦାପ୍ରଭୁଙ୍କର ମହିମା ହେତୁରୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ଵନି କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ। Gade chapit laପବିତ୍ର ବାଇବଲ14 ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ୱରରେ ଆନନ୍ଦ ଧ୍ୱନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହେତୁ ସେମାନେ ଏହା କରିବେ। Gade chapit la |
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।’”