ଯିଶାଇୟ 24:22 - ଓଡିଆ ବାଇବେଲ22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ଵାନୁସନ୍ଧାନ କରାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ। Gade chapit laପବିତ୍ର ବାଇବଲ22 ବନ୍ଦୀମାନେ କୂପରେ ଏକତ୍ରିତ ହେଲାପରି ସେମାନେ ଏକତ୍ରିତ ହେବେ। ସେମାନଙ୍କ ମଧ୍ୟରୁ କେତେକ ବନ୍ଦୀଗୃହରେ ରୁଦ୍ଧ ହେବେ। ବହୁ ଦିନ ପରେ ସେମାନେ ଦଣ୍ଡିତ ହେବେ। Gade chapit la |