ଯିଶାଇୟ 25:10 - ଓଡିଆ ବାଇବେଲ10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱସ୍ଥାନରେ ଦଳିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେପରି ମୋୟାବ ସ୍ଵସ୍ଥାନରେ ଦଳିତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ। Gade chapit laପବିତ୍ର ବାଇବଲ10 ଏହି ପର୍ବତ ଉପରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ। ମାତ୍ର ଖାତକୁଣ୍ଡରେ କୁଟା ଦଳିତ ହେଲାପରି ମୋୟାବ ନିଜ ସ୍ଥାନରେ ଦଳିତ ହେବ। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।