ଯିଶାଇୟ 25:8 - ଓଡିଆ ବାଇବେଲ8 ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ ମୃତ୍ୟୁକୁ ଅନ; କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି। Gade chapit laପବିତ୍ର ବାଇବଲ8 ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହେବ। ମୋର ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦେବେ। ଅତୀତରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ୱର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦେବେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।