ଯିଶାଇୟ 25:9 - ଓଡିଆ ବାଇବେଲ9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ସେଦିନ ଏହି କଥା କୁହାଯିବ, ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ଵର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।” Gade chapit laପବିତ୍ର ବାଇବଲ9 ସେତେବେଳେ ଲୋକେ ଏହି କଥା କହିବେ, “ଏହି ଆମ୍ଭର ପରମେଶ୍ୱର ଯାହାଙ୍କୁ ଆମ୍ଭେମାନେ ବହୁତ ସମୟ ଧରି ଅପେକ୍ଷା କରିଅଛୁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣରେ ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବୁ, ଯେତେବେଳେ ସେ ଆମ୍ଭକୁ ରକ୍ଷା କରନ୍ତି।” Gade chapit la |