ଯିଶାଇୟ 26:21 - ଓଡିଆ ବାଇବେଲ21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀ-ମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତିନ୍ତ ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ। Gade chapit laପବିତ୍ର ବାଇବଲ21 ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସେମାନଙ୍କର ଅପରାଧ ଲାଗି ଶାସ୍ତି ଦେବାକୁ ନିଜ ସ୍ଥାନ ପରିତ୍ୟାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ। Gade chapit la |