ଯିଶାଇୟ 26:4 - ଓଡିଆ ବାଇବେଲ4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତ-କାଳସ୍ଥାୟୀ ଶୈଳ ଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି। Gade chapit laପବିତ୍ର ବାଇବଲ4 ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରି ଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋ’ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”
ନବୂଖଦ୍ନିତ୍ସର କହିଲା, ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।