ଯିଶାଇୟ 27:3 - ଓଡିଆ ବାଇବେଲ3 “ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେ ସଦାପ୍ରଭୁ ତାହା ରକ୍ଷା କରୁ; ଆମ୍ଭେ ନିମିଷକୁ ନିମିଷ ତହିଁରେ ଜଳ ସେଚନ କରିବା; କେହି ଯେପରି ତାହାର କ୍ଷତି ନ କରେ, ଏଥିପାଇଁ ଆମ୍ଭେ ଦିବାରାତ୍ର ତାହା ରକ୍ଷା କରିବା। Gade chapit laପବିତ୍ର ବାଇବଲ3 “ମୁଁ, ସଦାପ୍ରଭୁ ସେହି ଉଦ୍ୟାନକୁ ରକ୍ଷା କରିବି। ଯଥା ସମୟରେ ସେଥିରେ ଜଳ ସେଚନ କରିବି। ଦିବାରାତ୍ରି ତାକୁ ଜଗି ରହିବି ଯେପରି କେହି ତା'ର କିଛି କ୍ଷତି କରିବେ ନାହିଁ। Gade chapit la |