ଯିଶାଇୟ 27:7 - ଓଡିଆ ବାଇବେଲ7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି ? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି ? Gade chapit laପବିତ୍ର ବାଇବଲ (Re-edited) - (BSI)7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ଵାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି? Gade chapit laପବିତ୍ର ବାଇବଲ7 ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦେବେ। ଯେପରି ଲୋକମାନଙ୍କୁ ଅତୀତରେ ଶତ୍ରୁଗଣ ପ୍ରହାର କରିଛନ୍ତି ସଦାପ୍ରଭୁ ସେହିପରି ପ୍ରହାର କରିବେ। ସେମାନେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସେହିପରି ସଦାପ୍ରଭୁ ନିହତ କରିବେ। Gade chapit la |