ଯିଶାଇୟ 28:22 - ଓଡିଆ ବାଇବେଲ22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ। Gade chapit laପବିତ୍ର ବାଇବଲ22 ବର୍ତ୍ତମାନ ଆଉ ତୁମ୍ଭେମାନେ ସିନ୍ଦୁକ ହୁଅ ନାହିଁ। ଯଦି ତୁମ୍ଭେ ତାହା କର, ତୁମ୍ଭ ଗ୍ଭରି ପାଖରେ ଥିବା ବନ୍ଧନ ରଜ୍ଜୁ ଦୃଢ଼ ହେବ। କାରଣ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ବାକ୍ୟ ଆମ୍ଭେ ଯାହା ଶୁଣିଛୁ ତାହା ଅନ୍ୟଥା ହେବ ନାହିଁ। ଯେହେତୁ ସେ ସମଗ୍ର ବିଗ୍ଭର ଶାସନକର୍ତ୍ତା, ତାଙ୍କର ବାକ୍ୟ ଓ କାର୍ଯ୍ୟ ନିଶ୍ଚିତରୂପେ କାର୍ଯ୍ୟକାରୀ ହେବ। ଆଉ ସେ ସମଗ୍ର ବିଶ୍ୱକୁ ନିଶ୍ଚିତ ଧ୍ୱଂସ କରିବେ। Gade chapit la |