ଯିଶାଇୟ 29:7 - ଓଡିଆ ବାଇବେଲ7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକାରଣ୍ୟ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ଵପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ସର୍ବଗୋଷ୍ଠୀୟ ଯେଉଁ ଲୋକସମୂହ ଅରୀୟେଲ ବିରୁଦ୍ଧରେ ଯୁଦ୍ଧ କରନ୍ତି, ଅର୍ଥାତ୍, ଯେଉଁମାନେ ତାହାର ଓ ତାହାର ଦୃଢ଼ ଦୁର୍ଗ ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ସଙ୍କଟାପନ୍ନ କରନ୍ତି, ସେସମସ୍ତେ ସ୍ୱପ୍ନ ତୁଲ୍ୟ, ରାତ୍ରିକାଳୀନ ଦର୍ଶନ ତୁଲ୍ୟ ହେବେ। Gade chapit laପବିତ୍ର ବାଇବଲ7 ବହୁ ଜାତିଗଣ ଅରୀୟେଲ ବିପକ୍ଷରେ ଯୁଦ୍ଧ କରିବେ, ଏବଂ ତାହାର ସୁଦୃଢ଼ ଦୁର୍ଗ ଭିତରକୁ ପ୍ରବେଶ କରିବେ, ତାହା ରାତ୍ରିକାଳୀନ ସ୍ୱପ୍ନ ଓ ଦର୍ଶନ ତୁଲ୍ୟ ହେବ। Gade chapit la |