Biblia Todo Logo
Bib sou entènèt

- Piblisite -




ଯିଶାଇୟ 3:17 - ଓଡିଆ ବାଇବେଲ

17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତସ୍ଥାନ ଅନାବୃତ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”

Gade chapit la Kopi

ପବିତ୍ର ବାଇବଲ

17 ମୋର ପ୍ରଭୁ ସେହି ସିୟୋନ କନ୍ୟାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସେହି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।

Gade chapit la Kopi




ଯିଶାଇୟ 3:17
15 Referans Kwoze  

ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।


ସେଥିରେ ପ୍ରଥମ ଦୂତ ଯାଇ ପୃଥିବୀ ଉପରେ ଆପଣା ପାତ୍ର ଢାଳିଲେ; ତହୁଁ ଯେଉଁମାନେ ପଶୁର ଚିହ୍ନ ଗ୍ରହଣ କରିଥିଲେ ଓ ତାହାର ପ୍ରତିମାକୁ ପ୍ରଣାମ କରିଥିଲେ, ସେମାନଙ୍କ ଶରୀରରେ ଅତି ଯନ୍ତ୍ରଣାଦାୟକ କ୍ଷତ ହେଲା ।


ହେ ଶାଫୀର ନିବାସିନୀ, ତୁମ୍ଭେ ଉଲଙ୍ଗ ଓ ଲଜ୍ଜିତ ହୋଇ ଚାଲିଯାଅ; ସାନନ ନିବାସିନୀ ବାହାର ହୋଇ ଆସି ନାହିଁ; ବେଥ୍-ସେଲର ବିଳାପ ତୁମ୍ଭମାନଙ୍କଠାରୁ ତାହାର ଅବଲମ୍ବନ ହରଣ କରିବ।


ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବସ୍ତ୍ରର ଅଞ୍ଚଳ ଟେକି ତୁମ୍ଭ ମୁଖ ଉପରେ ଥୋଇବା, ଆଉ ଆମ୍ଭେ ଗୋଷ୍ଠୀବର୍ଗକୁ ତୁମ୍ଭର ଉଲଙ୍ଗତା ଓ ରାଜ୍ୟସମୂହକୁ ତୁମ୍ଭର ଲଜ୍ଜା ଦେଖାଇବା।


ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


କୁଜା, ବାମନ, ଅବା ଯାହାର ଚକ୍ଷୁରେ ଖୁଣ ଅଛି, ଜାଦୁ ରୋଗୀ, କାଛୁ ରୋଗୀ, ଭଗ୍ନକୋଷ;


ହେ ସିୟୋନର କନ୍ୟାଗଣ, ତୁମ୍ଭେମାନେ ବାହାରେ ଯାଇ ମୁକୁଟଭୂଷିତ ଶଲୋମନ ରାଜାଙ୍କୁ ଦେଖ, ତାଙ୍କ ବିବାହ ଦିନରେ ଓ ତାଙ୍କ ମନର ଆନନ୍ଦ ଦିନରେ ତାଙ୍କ ମାତା ତାଙ୍କୁ ସେହି ମୁକୁଟ ପିନ୍ଧାଇ ଅଛନ୍ତି।


ଆହୁରି ସଦାପ୍ରଭୁ କହିଲେ, ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;


ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;


Swiv nou:

Piblisite


Piblisite