ଯିଶାଇୟ 32:14 - ଓଡିଆ ବାଇବେଲ14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ; Gade chapit laପବିତ୍ର ବାଇବଲ (Re-edited) - (BSI)14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବନ୍ତ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀ-ଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ; Gade chapit laପବିତ୍ର ବାଇବଲ14 ମୋର ଲୋକମାନେ ରାଜନଗରୀ ପରିତ୍ୟାଗ କରିବେ ଓ ଜନାକୀର୍ଣ୍ଣ ନଗର ଜନଶୂନ୍ୟ ହେବ। ଗିରି ଓ ପ୍ରହରୀ ଦୁର୍ଗ ଚିରକାଳ ଗୁହାମୟ, ବନ୍ଦ ଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ। Gade chapit la |