ଯିଶାଇୟ 32:7 - ଓଡିଆ ବାଇବେଲ7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ଵାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ। Gade chapit laପବିତ୍ର ବାଇବଲ7 ଆଉ ମଧ୍ୟ ଖଳ ଲୋକର ଉପାୟ ସବୁ ମନ୍ଦ। ସେ ଦରିଦ୍ରଠାରୁ ସମସ୍ତ ଅପହରଣ କରିବାକୁ ଯୋଜନା କଲେ। ସେ ଦରିଦ୍ର ଲୋକମାନଙ୍କୁ ମିଥ୍ୟା ଅଭିଯୋଗ ସାହାଯ୍ୟରେ ଧ୍ୱଂସ କରିବାକୁ ଶପଥ ନିଏ, ଯଦିବା ସେତେବେଳେ ସେହି ଦରିଦ୍ର ଲୋକ ଯାହା କହେ, ତାହା ସଠିକ୍। Gade chapit la |