ଯିଶାଇୟ 33:23 - ଓଡିଆ ବାଇବେଲ23 ତୁମ୍ଭର ପାଲଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବସ୍ତର ଲୁଟଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟ ଦ୍ରବ୍ୟ ଧରିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭର ପାଲ-ଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା। Gade chapit la |
ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟ ଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।