ଯିଶାଇୟ 33:4 - ଓଡିଆ ବାଇବେଲ4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେପରି ତୁମ୍ଭମାନଙ୍କର ଲୁଟ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଯେପରି ପତଙ୍ଗ ସଂଗ୍ରହ କରେ, ସେହିପରି ତୁମ୍ଭମାନଙ୍କର ଲୁଟିତ ସଂଗୃହୀତ ହେବ; ଯେପରି ଫଡ଼ିଙ୍ଗମାନେ ଡିଆଁ ମାରନ୍ତି, ସେହିପରି ଲୋକମାନେ ତହିଁ ଉପରେ ଡିଆଁ ମାରିବେ। Gade chapit laପବିତ୍ର ବାଇବଲ4 ପତଙ୍ଗ ଖାଦ୍ୟ ସଂଗ୍ରହ କଲାପରି ତୁମ୍ଭମାନଙ୍କର ସମ୍ପତ୍ତି ଲୁଟିତ ସଂଗୃହୀତ ହେବ। ଯେପରି ପତଙ୍ଗମାନେ ଡିଆଁ ମାରନ୍ତି, ସେହିପରି ବହୁଲୋକ ତା’ ଉପରେ ଡିଆଁ ମାରିବେ। Gade chapit la |
ତହିଁରେ ଯିହୋଶାଫଟ୍ ଓ ତାଙ୍କର ଲୋକମାନେ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେବା ପାଇଁ ଆସନ୍ତେ, ସେମାନଙ୍କ ମଧ୍ୟରେ ବିସ୍ତର ସମ୍ପତ୍ତି ଓ ଶବ ଓ ବହୁମୂଲ୍ୟ ରତ୍ନ ଦେଖିଲେ, ତାହାସବୁ ସେମାନେ ଆପଣାମାନଙ୍କ ପାଇଁ କାଢ଼ି ନେଲେ, ତାହା ସେମାନଙ୍କର ବୋହି ନେଇ ପାରିବା ଅପେକ୍ଷା ଅଧିକ ଥିଲା; ସେହି ଲୁଟ ଦ୍ରବ୍ୟ ଏତେ ଅଧିକ ଥିଲା ଯେ, ତାହା ବହି ନେବା ପାଇଁ ସେମାନଙ୍କୁ ତିନି ଦିନ ଲାଗିଲା।