Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:10 - ଓଡିଆ ବାଇବେଲ

10 ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ଵଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ଵଂସ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମୁଁ କʼଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି? ସଦାପ୍ରଭୁ ମୋତେ କହିଲେ, ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”

Gade chapit la Kopi

ପବିତ୍ର ବାଇବଲ

10 “‘ବର୍ତ୍ତମାନ ତୁମ୍ଭେ କ’ଣ ଭାବୁଛ ମୁଁ ସଦାପ୍ରଭୁଙ୍କ ବିନା ସାହାଯ୍ୟରେ ଏହି ସ୍ଥାନକୁ ଧ୍ୱଂସ କରି ପାରିବି? ସଦାପ୍ରଭୁ ମୋତେ କହିଲେ, “ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।”’”

Gade chapit la Kopi




ଯିଶାଇୟ 36:10
8 Referans Kwoze  

ମୁଁ କ’ଣ ସଦାପ୍ରଭୁଙ୍କ ବିନା ଏହି ସ୍ଥାନ ଧ୍ୱଂସ କରିବାକୁ ଆସିଅଛି ? ସଦାପ୍ରଭୁ ମୋତେ କହିଲେ, ‘ଏହି ଦେଶ ବିରୁଦ୍ଧରେ ଯାଇ ତାହା ଧ୍ୱଂସ କର।’”


ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।


ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍‍, ତୁମ୍ଭ ସଙ୍ଗେ ମୋହର କ’ଣ କରିବାର ଅଛି ? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”


ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?


ମାତ୍ର ତୁମ୍ଭର ବସିବାର, ବାହାରେ ଯିବାର, ଭିତରେ ଆସିବାର ଓ ଆମ୍ଭ ବିରୁଦ୍ଧରେ କ୍ରୋଧ କରିବାର ଆମ୍ଭେ ଜାଣୁ।


ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”


ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୁପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”


Swiv nou:

Piblisite


Piblisite