Biblia Todo Logo
Bib sou entènèt

- Piblisite -




ଯିଶାଇୟ 36:5 - ଓଡିଆ ବାଇବେଲ

5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ମୁଁ କହୁଅଛି, ଯୁଦ୍ଧ କରିବା ପାଇଁ ତୁମ୍ଭର ମନ୍ତ୍ରଣା ଓ ବଳ କେବଳ ବୃଥା କଥା; ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ?

Gade chapit la Kopi

ପବିତ୍ର ବାଇବଲ

5 ମୁଁ କହୁଛି ଯୁଦ୍ଧ ପାଇଁ ତୁମ୍ଭମାନଙ୍କର ଏହି ଯେଉଁ ବଳ ଓ ମନ୍ତ୍ରଣା ବୃଥା କଥା, ତୁମ୍ଭେମାନେ କାହା ଉପରେ ବିଶ୍ୱାସ କରି ମୋ’ ବିପକ୍ଷରେ ବିଦ୍ରୋହ କରିଛ?

Gade chapit la Kopi




ଯିଶାଇୟ 36:5
8 Referans Kwoze  

ପୁଣି ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ; ସେ ଯେକୌଣସି ଆଡ଼େ ଗଲେ, ସେଆଡ଼େ କୁଶଳ ପ୍ରାପ୍ତ ହେଲେ। ଆଉ ସେ ଅଶୂର ରାଜାର ବିଦ୍ରୋହୀ ହୋଇ ତାହାର ସେବା କଲେ ନାହିଁ।


ମାତ୍ର ସେ ଅଶ୍ୱଗଣ ଓ ଅନେକ ଲୋକ ପାଇବା ନିମନ୍ତେ ମିସରକୁ ଆପଣା ଦୂତଗଣ ପଠାଇ ବାବିଲ ରାଜାର ବିଦ୍ରୋହୀ ହେଲା। ସେ କି କୃତକାର୍ଯ୍ୟ ହେବ ? ଯେ ଏପରି କାର୍ଯ୍ୟ କରେ, ସେ କି ରକ୍ଷା ପାଇବ ? ସେ ନିୟମ ଲଙ୍ଘନ କରି କି ରକ୍ଷା ପାଇବ ?


କାରଣ ସଦାପ୍ରଭୁଙ୍କ କ୍ରୋଧ ସକାଶୁ ସେ ସେମାନଙ୍କୁ ଆପଣା ଛାମୁରୁ ଦୂର ନ କରିବା ପର୍ଯ୍ୟନ୍ତ ଯିରୂଶାଲମ ଓ ଯିହୁଦାରେ ଏପରି ଘଟଣା ଘଟିଲା। ଆଉ, ସିଦିକୀୟ ବାବିଲ ରାଜାର ବିଦ୍ରୋହୀ ହେଲା।


ଯିହୋୟାକୀମ୍‍ଙ୍କ ରାଜତ୍ଵ ସମୟରେ ବାବିଲର ରାଜା ନବୂଖଦ୍‍ନିତ୍ସର ଯିହୁଦା ଉପରେ ଆକ୍ରମଣ କଲେ, ପୁଣି ଯିହୋୟାକୀମ୍‍ ତିନି ବର୍ଷ ତାହାର ଦାସ ହେଲେ; ତହିଁ ଉତ୍ତାରେ ସେ ଫେରି ତାହାର ବିଦ୍ରୋହୀ ହେଲେ।


ଯୁଦ୍ଧ କରିବା ପାଇଁ ମନ୍ତ୍ରଣା ଓ ବଳ ଅଛି ବୋଲି ତୁମ୍ଭେ କହୁଅଛ, ମାତ୍ର ତାହା କେବଳ ବୃଥା କଥା। ତୁମ୍ଭେ କାହା ଉପରେ ନିର୍ଭର କରି ମୋହର ବିଦ୍ରୋହୀ ହୋଇଅଛ ?


Swiv nou:

Piblisite


Piblisite