ଯିଶାଇୟ 37:1 - ଓଡିଆ ବାଇବେଲ1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିରେ ହିଜକୀୟ ରାଜା ତାହା ଶୁଣନ୍ତେ, ଆପଣା ବସ୍ତ୍ର ଚିରି ଓ ଅଖା ଘୋଡ଼ାଇ ହୋଇ ସଦାପ୍ରଭୁଙ୍କ ଗୃହକୁ ଗଲା। Gade chapit laପବିତ୍ର ବାଇବଲ1 ରାଜା ହିଜକିୟ ସେ ସମସ୍ତ ଶୁଣିଲା ପରେ ନିଜର ବସ୍ତ୍ର ଚିରି ଓ ଅଖା ଘୋଡ଼ି ହୋଇ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ। Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।