ଯିଶାଇୟ 37:4 - ଓଡିଆ ବାଇବେଲ4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।” Gade chapit laପବିତ୍ର ବାଇବଲ (Re-edited) - (BSI)4 ହୋଇପାରେ, ଜୀବିତ ପରମେଶ୍ଵରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ଵାରା ପ୍ରେରିତ ରବଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’” Gade chapit laପବିତ୍ର ବାଇବଲ4 ହୋଇପାରେ ଜୀବନ୍ତ ପରମେଶ୍ୱରଙ୍କୁ ଧିକ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣି ଅଛନ୍ତି, ତାହାପାଇଁ ଅନୁଯୋଗ କରିବେ। ଏଣୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ପାଇଁ ତୁମ୍ଭେ ପ୍ରାର୍ଥନା କର।” Gade chapit la |
ଯିହୁଦାର ରାଜା ହିଜକୀୟ ଓ ଯିହୁଦାର ଲୋକ ସମସ୍ତେ କ’ଣ ତାହାଙ୍କୁ କୌଣସିମତେ ବଧ କରିଥିଲେ ? ହିଜକୀୟ କ’ଣ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କର ଅନୁଗ୍ରହ ପ୍ରାର୍ଥନା କଲେ ନାହିଁ ? ତହିଁରେ ସଦାପ୍ରଭୁ ସେମାନଙ୍କ ବିରୁଦ୍ଧରେ ଯେଉଁ ଅମଙ୍ଗଳର କଥା କହିଥିଲେ, ତାହା କରିବାରୁ କ’ଣ କ୍ଷାନ୍ତ ନୋହିଲେ ? ଆମ୍ଭେମାନେ ଆପଣା ଆପଣା ପ୍ରାଣର ପ୍ରତିକୂଳରେ ଭାରୀ ଅମଙ୍ଗଳ କରୁଅଛୁ।