Biblia Todo Logo
Bib sou entènèt

- Piblisite -




ଯିଶାଇୟ 37:8 - ଓଡିଆ ବାଇବେଲ

8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନନ୍ତର ଅଶୂରୀୟ ରାଜା ଲାଖୀଶ୍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିଉତ୍ତାରେ ଅଶୂରୀୟ ରାଜା ଲାଖୀଶ୍‍ଠାରୁ ପ୍ରସ୍ଥାନ କରିଅଛି ବୋଲି ରବ୍‍ଶାକି ଶୁଣି ଫେରିଗଲା ଓ ତାହାକୁ ଲିବ୍‍ନା ବିରୁଦ୍ଧରେ ଯୁଦ୍ଧ କରୁଥିବାର ଦେଖିଲା।

Gade chapit la Kopi

ପବିତ୍ର ବାଇବଲ

8 ପ୍ରଧାନ ସେନାପତି ଫେରିଗଲେ ଏବଂ ସେତେବେଳେ ସେ ଶୁଣିବାକୁ ପାଇଲେ ଯେ, ଅଶୂରର ରାଜା ଲାଖୀ‌‌‌ଶ୍‌‌‌ର ସେନା ଛାଉଣି ଛାଡ଼ିଛନ୍ତି। ସେନାପତି ଲି‌‌‌ବ୍‌‌‌ନାରେ ରାଜା ଯୁଦ୍ଧ କରୁଥିବାର ଦେଖିଲା।

Gade chapit la Kopi




ଯିଶାଇୟ 37:8
10 Referans Kwoze  

ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍‍କେଦାରୁ ଲିବ୍‍ନାକୁ ଗଲେ ଓ ଲିବ୍‍ନା ପ୍ରତିକୂଳରେ ଯୁଦ୍ଧ କଲେ;


ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।


ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା। ସେହି ସମୟରେ ଲିବ୍‍ନା ନଗର ମଧ୍ୟ ବିଦ୍ରୋହୀ ହେଲା।


ପୁଣି ହାରୋଣ ଯାଜକଙ୍କର ସନ୍ତାନଗଣକୁ ସେମାନେ ନରହତ୍ୟାକାରୀର ଆଶ୍ରୟ ନଗରର ହିବ୍ରୋଣ ଓ ତହିଁ ତଳିଭୂମି ଓ ଲିବ୍‍ନା ଓ ତହିଁ ତଳିଭୂମି,


ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;


ଯର୍ମୂତର ରାଜା, ଏକ; ଲାଖୀଶ୍‍ର ରାଜା, ଏକ;


ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ବେଳେ ଏକୋଇଶ ବର୍ଷ ବୟସ୍କ ଥିଲା ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲା; ତାହାର ମାତାର ନାମ ହମୁଟଲ୍‍, ସେ ଲିବ୍‍ନା ନିବାସୀ ଯିରିମୀୟଙ୍କ କନ୍ୟା ଥିଲା।


Swiv nou:

Piblisite


Piblisite