Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:12 - ଓଡିଆ ବାଇବେଲ

12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋ’ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷ-ପାଳକର ତମ୍ଵୁ ପରି ମୋʼଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ମୋହର ଆୟୁ ଦୂରୀକୃତ ହୋଇଅଛି ଓ ମେଷପାଳକର ତମ୍ବୁ ପରି ମୋʼ ଠାରୁ ସ୍ଥାନାନ୍ତରିତ ହୋଇଅଛି; ମୁଁ ତନ୍ତୀ ପରି ଆପଣା ଜୀବନ ଗୁଡ଼ାଇଅଛି; ସେ ମୋତେ ତନ୍ତରୁ କାଟି ପକାଇବେ; ଏକ ଦିବାରାତ୍ର ମଧ୍ୟରେ ସେ ମୋତେ ଶେଷ କରିବେ।

Gade chapit la Kopi

ପବିତ୍ର ବାଇବଲ

12 ମେଷପାଳକର ତମ୍ବୁକୁ ତା'ଠାରୁ ସ୍ଥାନାନ୍ତରିତ କଲାପରି ମୋର ଆୟୁକୁ ମୋ'ଠାରୁ ଦୂରୀକୃତ କରାଯାଇଛି। ମୋର ଜୀବନକୁ ତନ୍ତପରି ଗୁଡ଼ାଇ ଅଛି। ସେ ମୋତେ ତନ୍ତରୁ କାଟି ପକାଇବେ। ଏକ ଦିବାରାତ୍ରି ସମୟ ମଧ୍ୟରେ ମୋର ଜୀବନ ନିଃଶେଷ କରି ଦେବ।

Gade chapit la Kopi




ଯିଶାଇୟ 38:12
20 Referans Kwoze  

"ପୁଣି, ତୁମ୍ଭେ ଚାଦର ପରି, ହଁ ବସ୍ତ୍ର ପରି ସେହି ସବୁ ଗୁଡ଼ାଇବ, ଆଉ ସେହି ସବୁ ପରିବର୍ତ୍ତିତ ହେବ । କିନ୍ତୁ ତୁମ୍ଭେ ସର୍ବଦା ସମାନ, ପୁଣି, ତୁମ୍ଭର ବର୍ଷସମୂହ କେବେ ଶେଷ ହେବ ନାହିଁ ।''


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


କାରଣ ମୁଁ ଦିନସାରା ଆଘାତ ଓ ପ୍ରତି ପ୍ରଭାତ ଶାସ୍ତି ପ୍ରାପ୍ତ ହୋଇଅଛି।


କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ । ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ ।


କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥି ନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।


ତାହା କଦାଚ ବସତି ସ୍ଥାନ ହେବ ନାହିଁ, ପୁରୁଷ ପୁରୁଷାନୁକ୍ରମେ କେହି ତହିଁରେ ବାସ କରିବେ ନାହିଁ; ଆରବୀୟ ଲୋକେ ସେଠାରେ ତମ୍ବୁ ପକାଇବେ ନାହିଁ, କିଅବା ମେଷପାଳକମାନେ ଆପଣା ଆପଣା ପଲ ସେଠାରେ ଶୁଆଇବେ ନାହିଁ।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ଅଧିପତିମାନେ ମଧ୍ୟ ବସି ମୋ’ ବିରୁଦ୍ଧରେ କଥା କହିଲେ; ମାତ୍ର ତୁମ୍ଭର ଦାସ ତୁମ୍ଭ ବିଧିସକଳ ଧ୍ୟାନ କଲା।


ମୋହର ଦିନସବୁ କ୍ଷୟ ପାଉଥିବା ଛାୟା ତୁଲ୍ୟ ଓ ମୁଁ ତୃଣ ତୁଲ୍ୟ ଶୁଷ୍କ ହେଉଅଛି।


ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।


ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି, ମୋ’ ନିମନ୍ତେ କବର ପ୍ରସ୍ତୁତ ଅଛି।


ସେ ପୁଷ୍ପ ତୁଲ୍ୟ ପ୍ରସ୍ପୁଟିତ ହୋଇ କଟାଯାଏ; ମଧ୍ୟ ସେ ଛାୟା ତୁଲ୍ୟ ବହିଯାଇ ସ୍ଥିର ନ ଥାଏ।


ହଁ, ଯେବେ ପରମେଶ୍ୱର ଅନୁଗ୍ରହ କରି ମୋତେ ଚୂର୍ଣ୍ଣ କରନ୍ତେ; ଯେବେ ସେ ଆପଣା ହସ୍ତ ମୁକୁଳା କରି ମୋତେ ଛେଦନ କରି ପକାନ୍ତେ !


ସେମାନେ ପ୍ରଭାତ ଓ ସାୟଂକାଳ ମଧ୍ୟରେ ବିନଷ୍ଟ ହୁଅନ୍ତି; ସେମାନେ ଚିରକାଳ ନଷ୍ଟ ହୁଅନ୍ତି, କେହି ଚିନ୍ତା କରେ ନାହିଁ।


ଯେପରି ପ୍ଲାବନରେ, ସେପରି ତୁମ୍ଭେ ସେମାନଙ୍କୁ ଭସାଇ ନେଉଅଛ; ସେମାନେ ସ୍ୱପ୍ନ ତୁଲ୍ୟ। ପ୍ରାତଃକାଳରେ ସେମାନେ ବଢ଼ନ୍ତା ତୃଣ ତୁଲ୍ୟ।


Swiv nou:

Piblisite


Piblisite