Biblia Todo Logo
Bib sou entènèt

- Piblisite -




ଯିଶାଇୟ 38:7 - ଓଡିଆ ବାଇବେଲ

7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ସଦାପ୍ରଭୁ ଆପଣା ଉକ୍ତ ବାକ୍ୟ ଯେ ସଫଳ କରିବେ, ତୁମ୍ଭ ପ୍ରତି ସଦାପ୍ରଭୁଙ୍କଠାରୁ ଏହି ଚିହ୍ନ ହେବ;

Gade chapit la Kopi

ପବିତ୍ର ବାଇବଲ

7 ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ ତୁମ୍ଭକୁ ତାଙ୍କଠାରୁ ଏହି ଚିହ୍ନ ହେବ।

Gade chapit la Kopi




ଯିଶାଇୟ 38:7
9 Referans Kwoze  

ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।


ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।


ହିଜକୀୟ ମଧ୍ୟ କହିଥିଲା, “ମୁଁ ଯେ ସଦାପ୍ରଭୁଙ୍କ ଗୃହକୁ ଯିବି, ଏଥିର ଚିହ୍ନ କଅଣ ?”


ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”


ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ି ଦେଲେ।


Swiv nou:

Piblisite


Piblisite