ଯିଶାଇୟ 39:4 - ଓଡିଆ ବାଇବେଲ4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)4 ଏଥିରେ ସେ ପଚାରିଲେ, ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି? ତହୁଁ ହିଜକୀୟ ଉତ୍ତର କଲା, ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ତାରସମୂହରେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି?” ତହୁଁ ହିଜକୀୟ ଉତ୍ତର କଲା, “ମୋʼ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋʼ ଭଣ୍ଡାରସମୂହରେ ନାହିଁ।” Gade chapit laପବିତ୍ର ବାଇବଲ4 ଯିଶାଇୟ ପଗ୍ଭରିଲେ, “ସେମାନେ ତୁମ୍ଭ ଗୃହରେ କ’ଣ ଦେଖିଅଛନ୍ତି?” ହିଜକିୟ ଉତ୍ତର କଲେ, “ମୋ’ ଗୃହରେ ଯାହାସବୁ ଥିଲା ମୁଁ ସେ ସମସ୍ତ ତାଙ୍କୁ ଦେଖାଇଲି। ଏପରି କୌଣସି ଜିନିଷ ମୋ’ ଭଣ୍ଡାରରେ ନାହିଁ ଯାହାକି ମୁଁ ତାଙ୍କୁ ଦେଖାଇ ନାହିଁ।” Gade chapit la |