Biblia Todo Logo
Bib sou entènèt

- Piblisite -




ଯିଶାଇୟ 39:5 - ଓଡିଆ ବାଇବେଲ

5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଯିଶାଇୟ ହିଜକୀୟକୁ କହିଲେ, “ସୈନ୍ୟାଧିପତି ସଦାପ୍ରଭୁଙ୍କର ବାକ୍ୟ ଶୁଣ।

Gade chapit la Kopi

ପବିତ୍ର ବାଇବଲ

5 ଏଥିରେ ଯିଶାଇୟ ହିଜକିୟଙ୍କୁ କହିଲେ, “ସଦାପ୍ରଭୁ ସର୍ବଶକ୍ତିମାନଙ୍କ କଥା ଶୁଣ।

Gade chapit la Kopi




ଯିଶାଇୟ 39:5
3 Referans Kwoze  

ସେତେବେଳେ ଶାମୁୟେଲ ଶାଉଲଙ୍କୁ କହିଲେ, ତାହା ଛାଡ଼, ସଦାପ୍ରଭୁ ଆଜି ରାତ୍ରିରେ ମୋତେ ଯାହା କହିଅଛନ୍ତି , ତାହା ମୁଁ ତୁମ୍ଭକୁ ଜଣାଇବି। ଏଥିରେ ସେ କହିଲେ, କୁହ।


ଏଥିରେ ସେ ପଚାରିଲେ, “ସେମାନେ ତୁମ୍ଭ ଗୃହରେ କଅଣ ଦେଖିଅଛନ୍ତି ?” ତହୁଁ ହିଜକୀୟ ଉତ୍ତର କଲା, “ମୋ’ ଗୃହରେ ଯାହା ଯାହା ଅଛି, ସବୁ ସେମାନେ ଦେଖିଅଛନ୍ତି; ଯାହା ମୁଁ ସେମାନଙ୍କୁ ଦେଖାଇଲି ନାହିଁ, ଏପରି କୌଣସି ପଦାର୍ଥ ମୋ’ ଭଣ୍ଡାରସମୂହରେ ନାହିଁ।”


Swiv nou:

Piblisite


Piblisite