ଯିଶାଇୟ 40:11 - ଓଡିଆ ବାଇବେଲ11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆ-ମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ। Gade chapit laପବିତ୍ର ବାଇବଲ11 ମେଷଶାବକ ମେଷମାନଙ୍କୁ ଚରାଇଲା ପରି ସେ ଆପଣା ଲୋକମାନଙ୍କର ଯତ୍ନ ନେବେ। ମେଷ ଛୁଆମାନଙ୍କୁ ସେ ନିଜର ବାହୁ ବଳରେ ସଂଗ୍ରହ କରିବେ ଓ ନିଜର କୋଳରେ ସେମାନଙ୍କୁ ବହି ନେବେ। ସେମାନଙ୍କର ମାମାନେ ପଛେ ପଛେ ଯିବେ। Gade chapit la |