ଯିଶାଇୟ 40:12 - ଓଡିଆ ବାଇବେଲ12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି ? Gade chapit laପବିତ୍ର ବାଇବଲ (Re-edited) - (BSI)12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି ଓ ଚାଖଣ୍ତ ଦ୍ଵାରା ଆକାଶମଣ୍ତଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲିଅଛନ୍ତି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କିଏ ଆପଣା ହସ୍ତର ପୋଷରେ ଜଳରାଶି ମାପିଅଛନ୍ତି, ଚାଖଣ୍ଡ ଦ୍ୱାରା ଆକାଶମଣ୍ଡଳର ପରିମାଣ କରିଅଛନ୍ତି ଓ ଗୌଣୀରେ ପୃଥିବୀର ଧୂଳିସବୁ ଭରିଅଛନ୍ତି, ପର୍ବତଗଣକୁ ନିକ୍ତିରେ ଓ ଉପପର୍ବତଗଣକୁ ତରାଜୁରେ ତୌଲି ଅଛନ୍ତି? Gade chapit laପବିତ୍ର ବାଇବଲ12 କିଏ ନିଜର ହସ୍ତ ପାପୁଲିରେ ସମୁଦ୍ର ଜଳରାଶି ମାପିଅଛି? କିଏ ନିଜର ହସ୍ତ ଗ୍ଭଖଣ୍ଡରେ ଅନନ୍ତ ଆକାଶକୁ କଳନା କରିଅଛି? ପୁଣି କିଏ ଗୌଣୀରେ ପୃଥିବୀର ସମସ୍ତ ଧୂଳିରାଶିକୁ ଭରି ପାରିଛି? କିଏ ପର୍ବତଗୁଡ଼ିକୁ ନିକିତିରେ ଓ ଉପପର୍ବତକୁ ତରାଜୁରେ ତଉଲି ଅଛି? Gade chapit la |