Biblia Todo Logo
Bib sou entènèt

- Piblisite -




ଯିଶାଇୟ 40:14 - ଓଡିଆ ବାଇବେଲ

14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ସେ କାହାର ସହିତ ମନ୍ତ୍ରଣା କଲେ, କିଏ ତାହାଙ୍କୁ ଶିକ୍ଷା ଦେଲା ଓ ବିଚାରର ପଥ ତାହାଙ୍କୁ ଶିଖାଇଲା ଓ ଜ୍ଞାନ ଶିକ୍ଷା ଦେଲା ଓ ବିବେଚନାର ମାର୍ଗ ତାହାଙ୍କୁ ଦେଖାଇଲା?

Gade chapit la Kopi

ପବିତ୍ର ବାଇବଲ

14 ସଦାପ୍ରଭୁ କାହାରି ସହିତ ମନ୍ତ୍ରଣା କରିଥିଲେ କି? କେହି ତାଙ୍କୁ ଶିକ୍ଷା ଦେଇଥିଲା କି? କିଏ ତାଙ୍କୁ ବିଗ୍ଭରର ପଥ ଶିଖାଇଲା? କିଏ ତାଙ୍କୁ ଜ୍ଞାନ ଶିକ୍ଷା ଦେଲା? ନା, ସଦାପ୍ରଭୁ ବିବେଚନାର ସମସ୍ତ ମାର୍ଗ ଶିକ୍ଷା କରିଥିଲେ।

Gade chapit la Kopi




ଯିଶାଇୟ 40:14
9 Referans Kwoze  

ପରମେଶ୍ୱର ଊର୍ଦ୍ଧ୍ୱବାସୀମାନଙ୍କର ଶାସନ କରନ୍ତି, ଏଣୁ କେହି କି ତାହାଙ୍କୁ ଜ୍ଞାନ ଶିଖାଇବ ?


ସେହି ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବୁଦ୍ଧିରୂପ ସମସ୍ତ ଧନ ନିହିତ ଅଛି।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।


ପୃଥିବୀ ନିର୍ଜ୍ଜନ ଓ ଶୂନ୍ୟ ଥିଲା, ଆଉ ଗଭୀର ଜଳ ଉପରେ ଅନ୍ଧକାର ଥିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ଜଳ ଉପରେ ବ୍ୟାପ୍ତ ଥିଲେ।


ଯେତେବେଳେ ଆମ୍ଭେ ପୃଥିବୀର ଭିତ୍ତିମୂଳ ସ୍ଥାପନ କଲୁ, ସେତେବେଳେ ତୁମ୍ଭେ କେଉଁଠାରେ ଥିଲ ? ବୁଦ୍ଧି ଥିଲେ, ବୁଝାଇ ଦିଅ।


ତୁମ୍ଭ ଆଜ୍ଞା-ପଥରେ ମୋତେ ଗମନ କରାଅ; କାରଣ ତହିଁରେ ମୁଁ ଆନନ୍ଦ କରେ।


ଆମ୍ଭେ ଅନାଇଲା ବେଳେ କେହି ନାହିଁ; ଆମ୍ଭେ ପଚାରିଲା ବେଳେ ଯେ ପଦେ ଉତ୍ତର ଦେଇ ପାରେ, ସେମାନଙ୍କ ମଧ୍ୟରେ ଏପରି ମନ୍ତ୍ରଣାଦାତା ସୁଦ୍ଧା କେହି ନାହିଁ।


କିଏ ତାହାଙ୍କର ଗନ୍ତବ୍ୟ ପଥ ନିରୂପଣ କରିଅଛି ? ଅବା କିଏ କହିପାରେ, ତୁମ୍ଭେ ଅଧର୍ମ କରିଅଛ ?


Swiv nou:

Piblisite


Piblisite