ଯିଶାଇୟ 40:2 - ଓଡିଆ ବାଇବେଲ2 ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ହେତୁ ଦୁଇ ଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର। Gade chapit laପବିତ୍ର ବାଇବଲ2 ତୁମ୍ଭେମାନେ ଯିରୁଶାଲମକୁ ଦୟାପୂର୍ଣ୍ଣ ମଧୁର ବାକ୍ୟ କୁହ। ‘ତାହାର ସଂଗ୍ରାମ ଶେଷ ହୋଇଛି ଓ ତାହାର ପାପକୁ କ୍ଷମା କରାଯାଇଛି।’ ସେ ନିଜର ପାପପାଇଁ ସଦାପ୍ରଭୁଙ୍କଠାରୁ ଦୁଇଗୁଣ ଦଣ୍ଡ ପାଇଅଛି ବୋଲି ପ୍ରଗ୍ଭର କର।” Gade chapit la |