ଯିଶାଇୟ 41:10 - ଓଡିଆ ବାଇବେଲ10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit laପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ଵର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ଵରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit laପବିତ୍ର ବାଇବଲ10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା। Gade chapit la |
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ’ ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”
ସେତେବେଳେ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଅମାସୟ ଉପରେ ଆତ୍ମା ଅଧିଷ୍ଠାନ କରନ୍ତେ, ସେ କହିଲା, “ହେ ଦାଉଦ, ଆମ୍ଭେମାନେ ତୁମ୍ଭର, ହେ ଯିଶୀର ପୁତ୍ର, ଆମ୍ଭେମାନେ ତୁମ୍ଭର ପକ୍ଷ; ତୁମ୍ଭର ମଙ୍ଗଳ ହେଉ, ମଙ୍ଗଳ ହେଉ ଓ ତୁମ୍ଭ ସାହାଯ୍ୟକାରୀମାନଙ୍କର ମଙ୍ଗଳ ହେଉ; କାରଣ ତୁମ୍ଭ ପରମେଶ୍ୱର ତୁମ୍ଭର ସାହାଯ୍ୟ କରନ୍ତି।” ତହୁଁ ଦାଉଦ ସେମାନଙ୍କୁ ଗ୍ରହଣ କରି ସେନାଦଳ ଉପରେ ସେମାନଙ୍କୁ ସେନାପତି କଲେ।