ଯିଶାଇୟ 41:21 - ଓଡିଆ ବାଇବେଲ21 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର। Gade chapit laପବିତ୍ର ବାଇବଲ (Re-edited) - (BSI)21 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର; ଯାକୁବର ରାଜା କହନ୍ତି, ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କ ବିବାଦ ଉପସ୍ଥିତ କର,” ଯାକୁବର ରାଜା କହନ୍ତି, “ତୁମ୍ଭେମାନେ ଆପଣାମାନଙ୍କର ଦୃଢ଼ ପ୍ରମାଣସବୁ ବାହାର କର।” Gade chapit laପବିତ୍ର ବାଇବଲ21 ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ନିଜ ନିଜ ବିବାଦ ଉପସ୍ଥିତ କର; ଯାକୁବର ରାଜା କୁହନ୍ତି, ତୁମ୍ଭେମାନେ ନିଜର ଦୃଢ଼ ପ୍ରମାଣ ଉପସ୍ଥାପନ କର। Gade chapit la |