ଯିଶାଇୟ 43:13 - ଓଡିଆ ବାଇବେଲ13 “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?” Gade chapit laପବିତ୍ର ବାଇବଲ (Re-edited) - (BSI)13 ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?” Gade chapit laପବିତ୍ର ବାଇବଲ13 “ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ୱର ହୋଇ ରହିବୁ। ଆମ୍ଭେ ଯାହା କରିବୁ କେହି ତାହା ଅନ୍ୟଥା କରି ପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କେହି ହେଲେ ଅନ୍ୟଜଣକୁ ରକ୍ଷା କରି ପାରିବ ନାହିଁ।” Gade chapit la |