Biblia Todo Logo
Bib sou entènèt

- Piblisite -




ଯିଶାଇୟ 44:16 - ଓଡିଆ ବାଇବେଲ

16 ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ (ପାକ କରି) ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସେ ତହିଁରୁ ଏକ ଅଂଶ ଅଗ୍ନିରେ ପୋଡ଼େ; ଅନ୍ୟ ଅଂଶରେ ସେ ମାଂସ ପାକ କରି ଭୋଜନ କରେ ଓ ଶୂଲ୍ୟମାଂସ ପ୍ରସ୍ତୁତ କରି ତୃପ୍ତ ହୁଏ, ଆହୁରି ସେ ଅଗ୍ନି ତାପ ନେଇ କହେ, “ଆଃ, ଆମ୍ଭେ ଉଷ୍ଣ ହେଲୁ, ଆମ୍ଭେ ଅଗ୍ନି ଦେଖିଲୁ।”

Gade chapit la Kopi

ପବିତ୍ର ବାଇବଲ

16 ଅଧା କାଠ ସେ ଅଗ୍ନିରେ ପୋଡ଼େ ଓ ଅନ୍ୟ ଅର୍ଦ୍ଧେକରେ ସେ ମାଂସ ରାନ୍ଧି ଭୋଜନ କରେ। ସେଥିରେ ସେ ତୃପ୍ତ ହୁଏ। ଆଉ ମଧ୍ୟ ସେ ଅଗ୍ନି ଜାଳି ତାପ ପାଏ ଓ କହେ, “ଆମ୍ଭେ ଉଷ୍ମ ହେଲୁ ଓ ଆମ୍ଭେମାନେ ଆଲୋକ ଦେଖି ପାରିଲୁ।”

Gade chapit la Kopi




ଯିଶାଇୟ 44:16
5 Referans Kwoze  

କାରଣ ସେ ଭୂମିରେ ଆପଣା ଅଣ୍ଡା ଛାଡ଼େ ଓ ଧୂଳିରେ ତାହା ଉଷ୍ଣ କରେ,


ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।


ପୁଣି, ସେ ତହିଁର ଅବଶିଷ୍ଟାଂଶ ଦ୍ୱାରା ଏକ ଦେବତା, ଆପଣାର ଖୋଦିତ ପ୍ରତିମା ନିର୍ମାଣ କରେ; ସେ ତାହା ଆଗରେ ଦଣ୍ଡବତ କରି ପୂଜା କରେ ଓ ତାହା ନିକଟରେ ପ୍ରାର୍ଥନା କରି କହେ, “ଆମ୍ଭକୁ ଉଦ୍ଧାର କର, ତୁମ୍ଭେ ଆମ୍ଭର ଦେବତା।”


ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।


ଆଉ, ପୃଥିବୀସ୍ଥ ନାନା ଗୋଷ୍ଠୀୟମାନଙ୍କର ମନୁଷ୍ୟ ହସ୍ତକୃତ ଦେବଗଣ ବିରୁଦ୍ଧରେ କଥା କହିବା ତୁଲ୍ୟ ସେମାନେ ଯିରୂଶାଲମର ପରମେଶ୍ୱରଙ୍କ ବିରୁଦ୍ଧରେ କଥା କହିଲେ।


Swiv nou:

Piblisite


Piblisite