ଯିଶାଇୟ 44:2 - ଓଡିଆ ବାଇବେଲ2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; “ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେ ତୁମ୍ଭକୁ ନିର୍ମାଣ କଲେ ଓ ଗର୍ଭରୁ ତୁମ୍ଭକୁ ଗଢ଼ିଲେ, ଯେ ତୁମ୍ଭର ସାହାଯ୍ୟ କରିବେ, ସେହି ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଯିଶୁରୁଣ, ଭୟ କର ନାହିଁ। Gade chapit laପବିତ୍ର ବାଇବଲ2 ଆମ୍ଭେ ସଦାପ୍ରଭୁ ଯେ କି ତୁମ୍ଭକୁ ଗଢ଼ିଲେ ମାତୃଗର୍ଭରୁ ତୁମ୍ଭକୁ ଯେ ନିର୍ମାଣ କଲେ। ଯିଏ ତୁମ୍ଭକୁ ସାହାଯ୍ୟ କଲେ, ସେହି ସଦାପ୍ରଭୁ କୁହନ୍ତି, ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଶିଶୁଗଣ, ଭୟ କର ନାହିଁ। Gade chapit la |