ଯିଶାଇୟ 45:10 - ଓଡିଆ ବାଇବେଲ10 ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ ? ସେ ସନ୍ତାପର ପାତ୍ର ! Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେ ପିତାକୁ କହେ, ତୁମ୍ଭେ କଅଣ ଜନ୍ମାଉଅଛ, ଅବା ସ୍ତ୍ରୀଲୋକକୁ କହେ, ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେ ପିତାକୁ କହେ, ‘ତୁମ୍ଭେ କଅଣ ଜନ୍ମାଉଅଛ,’ ଅବା ସ୍ତ୍ରୀଲୋକକୁ କହେ, ‘ତୁମ୍ଭେ କଅଣ ପ୍ରସବ କରୁଅଛ? ସେ ସନ୍ତାପର ପାତ୍ର!’” Gade chapit laପବିତ୍ର ବାଇବଲ10 ପିତା ସନ୍ତାନମାନଙ୍କୁ ଜନ୍ମ ଦିଏ, କିନ୍ତୁ ସନ୍ତାନମାନେ କ’ଣ ପିତାକୁ ପ୍ରଶ୍ନ କରୁଛନ୍ତି। ‘ତୁମ୍ଭେ ଆମ୍ଭକୁ କାହିଁକି ଜୀବନ ଦେଇଛ?’ ସେମାନେ ମଧ୍ୟ ତାଙ୍କର ମାକୁ ‘କାହିଁକି ପ୍ରସବ କରୁଅଛ ବୋଲି ପ୍ରଶ୍ନ କରନ୍ତି ନାହିଁ। ତେଣୁ ଯେ ପ୍ରଶ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”’ Gade chapit la |