ଯିଶାଇୟ 45:9 - ଓଡିଆ ବାଇବେଲ9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ ? Gade chapit laପବିତ୍ର ବାଇବଲ (Re-edited) - (BSI)9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ତେ ଖପରା ମାତ୍ରଣ! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ? ଅବା ତୁମ୍ଭର କର୍ମ କʼଣ କହିବ, ତାହାର ହସ୍ତ ନାହିଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର! ମୃତ୍ତିକା କʼଣ ତାʼର ଗଢ଼ିବା ଲୋକକୁ କହିବ, ‘ତୁମ୍ଭେ କଅଣ ନିର୍ମାଣ କରୁଅଛ?’ ଅବା ତୁମ୍ଭର କର୍ମ କʼଣ କହିବ, ‘ତାହାର ହସ୍ତ ନାହିଁ?’ Gade chapit laପବିତ୍ର ବାଇବଲ9 “ଯେ ନିଜର ସୃଷ୍ଟିକର୍ତ୍ତାଙ୍କ ବିରୋଧରେ ଯାଏ ସେ ସନ୍ତାପର ପାତ୍ର। ଗୋଟିଏ ଭଗ୍ନ ପାତ୍ରର ତୁମ୍ଭେ ଏକ ଖପରା ସଦୃଶ। ମୃତ୍ତିକା କ’ଣ ତା'ର ନିର୍ମାଣକର୍ତ୍ତା ସହ ଯୁକ୍ତି କରିବ, ‘ମୋତେ କାହିଁକି ନିର୍ମାଣ କରୁଛ?’ ସେହିପରି ତୁମ୍ଭର କର୍ମ କ’ଣ କହିବ ତୁମ୍ଭର ହାତ ନାହିଁ। Gade chapit la |