ଯିଶାଇୟ 46:11 - ଓଡିଆ ବାଇବେଲ11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକି, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ଵାନ କରୁ; ଆମ୍ଭେ କହିଅଛୁ , ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। Gade chapit laପବିତ୍ର ବାଇବଲ11 ଆମ୍ଭେ ପୂର୍ବଦିଗସ୍ଥ ଦୂରଦେଶରୁ ଏକ ମନୁଷ୍ୟକୁ ଆହ୍ୱାନ କରୁ। ସେହି ମନୁଷ୍ୟଟି ଉତ୍କ୍ରୋଶପକ୍ଷୀ ସଦୃଶ। ଆମ୍ଭେ ଯାହା ମନ୍ତ୍ରଣା କରୁ ସେ ତାହା ହିଁ କରିବ। ଆମ୍ଭେ କଳ୍ପନା କରିଅଛୁ ଓ ଆମ୍ଭେ ତାହା ସଫଳ କରିବା। Gade chapit la |
“ଧନୁର୍ଦ୍ଧାରୀମାନଙ୍କୁ, ଧନୁରେ ଗୁଣଦାୟୀ ସମସ୍ତଙ୍କୁ ବାବିଲ ବିରୁଦ୍ଧରେ ଏକତ୍ର ଡାକ; ତାହା ବିରୁଦ୍ଧରେ ଚାରିଆଡ଼େ ଛାଉଣି ସ୍ଥାପନ କର; ତହିଁରୁ କାହାକୁ ରକ୍ଷା ପାଇବାକୁ ଦିଅ ନାହିଁ; ତାହାର କର୍ମାନୁସାରେ ତାହାକୁ ପ୍ରତିଫଳ ଦିଅ; ସେ ଯେପରି କରିଅଛି, ତାହା ପ୍ରତି ସେପରି କର; କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ଦର୍ପ କରିଅଛି।”