ଯିଶାଇୟ 47:14 - ଓଡିଆ ବାଇବେଲ14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ଵଳ; ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ଵରୂପ ନୋହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ। Gade chapit laପବିତ୍ର ବାଇବଲ14 “ସେମାନେ ତ ନିଜକୁ ରକ୍ଷା କରି ପାରିବେ ନାହିଁ, ସେମାନେ କୁଟାପରି ଅଗ୍ନିରେ ଦଗ୍ଧିଭୂତ ହେବେ। ସେମାନେ ଅଗ୍ନିଶିଖାର ବଳରୁ ନିଜକୁ ଉଦ୍ଧାର କରି ପାରିବେ ନାହିଁ। ତାହା ଏପରି ଦଗ୍ଧିଭୂତ ହେବ ଯେକୌଣସି ଅଙ୍ଗାର ରହିବ ନାହିଁ, ଫଳରେ ଉଷ୍ଣ ହେବାକୁ ତାହା ରହିବ ନାହିଁ। Gade chapit la |