ଯିଶାଇୟ 47:2 - ଓଡିଆ ବାଇବେଲ2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ଜାମା କାଢ଼ି ପକାଅ, ପାଦ ଅନାବୃତ କର, ନଦନଦୀରେ ଚାଲି କରି ଯାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଚକି ନେଇ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ପୋଷାକ କାଢ଼ି ପକାଅ, ପାଦ ଅନାବୃତ କର, ନଦ-ନଦୀରେ ଚାଲି କରି ଯାଅ। Gade chapit laପବିତ୍ର ବାଇବଲ2 ପେଷଣା ପଥରରେ ଶସ୍ୟ ପେଷ, ତୁମ୍ଭର ଓଢ଼ଣି କାଢ଼, ତୁମ୍ଭର ଜାମା କାଢ଼ି ପକାଅ, ପାଦ ଅନାବୃତ କର। ନଦୀ ଓ ଛୋଟ ନଦୀରେ ଗ୍ଭଲିକରି ଯାଅ। Gade chapit la |