ଯିଶାଇୟ 47:3 - ଓଡିଆ ବାଇବେଲ3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବନ୍ତ ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ, ହଁ, ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପରିଶୋଧ ନେବା, ପୁଣି କାହାରି ଅନୁରୋଧ ମାନିବା ନାହିଁ। Gade chapit laପବିତ୍ର ବାଇବଲ3 ତୁମ୍ଭର ଉଲଙ୍ଗତା ପ୍ରକାଶିତ ହେବ ଓ ତୁମ୍ଭର ଲଜ୍ଜାର ବିଷୟ ଦୃଶ୍ୟ ହେବ; ଆମ୍ଭେ ପ୍ରତିଶୋଧ ନେଲା ବେଳେ କେହି ତୁମ୍ଭର ସୁରକ୍ଷା ନିମନ୍ତେ ଆସିବେ ନାହିଁ। Gade chapit la |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।