Biblia Todo Logo
Bib sou entènèt

- Piblisite -




ଯିଶାଇୟ 48:22 - ଓଡିଆ ବାଇବେଲ

22 ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ସଦାପ୍ରଭୁ କହନ୍ତି, ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସଦାପ୍ରଭୁ କହନ୍ତି, “ଦୁଷ୍ଟ ଲୋକମାନଙ୍କର କିଛି ଶାନ୍ତି ନାହିଁ।”

Gade chapit la Kopi

ପବିତ୍ର ବାଇବଲ

22 ମାତ୍ର ସଦାପ୍ରଭୁ କୁହନ୍ତି, “ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।”

Gade chapit la Kopi




ଯିଶାଇୟ 48:22
9 Referans Kwoze  

ଆମ୍ଭର ପରମେଶ୍ୱର କହନ୍ତି, “ଦୁଷ୍ଟମାନଙ୍କର କିଛି ହିଁ ଶାନ୍ତି ନାହିଁ।”


ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।


ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ ।


ହେ ଦ୍ୱୀପସମୂହ, ମୋ’ କଥା ଶୁଣ; ହେ ଦୂରସ୍ଥ ଗୋଷ୍ଠୀସମୂହ, ମନୋଯୋଗ କର; ମୁଁ ଗର୍ଭସ୍ଥ ହେବା ସମୟଠାରୁ ସଦାପ୍ରଭୁ ମୋତେ ଆହ୍ୱାନ କରିଅଛନ୍ତି; ମୁଁ ମାତାଙ୍କ ଉଦରରୁ ଭୂମିଷ୍ଠ ହେବା ସମୟଠାରୁ ସେ ମୋହର ନାମ ଉଲ୍ଲେଖ କରିଅଛନ୍ତି;


ତହିଁରେ ଜଣେ ଅଶ୍ୱ ଚଢ଼ି ତାଙ୍କୁ ସାକ୍ଷାତ କରିବାକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, ‘କୁଶଳ କି ?’” ତହିଁରେ ଯେହୂ କହିଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।” ଏଥିରେ ପ୍ରହରୀ ଜଣାଇ କହିଲା, “ଦୂତ ସେମାନଙ୍କ ନିକଟକୁ ଗଲା, ମାତ୍ର ସେ ଫେରି ଆସୁ ନାହିଁ।”


ତହୁଁ ଯୋରାମ୍‍ ଦ୍ୱିତୀୟ ଜଣକୁ ଅଶ୍ୱରେ ପଠାନ୍ତେ, ସେ ସେମାନଙ୍କ ନିକଟକୁ ଯାଇ କହିଲା, “ରାଜା ପଚାରୁଅଛନ୍ତି, କୁଶଳ କି ?” ପୁଣି ଯେହୂ ଉତ୍ତର କଲେ, “କୁଶଳରେ ତୁମ୍ଭର କଅଣ ଅଛି ? ତୁମ୍ଭେ ମୋ’ ପଛକୁ ଯାଅ।”


ମାତ୍ର ଦୁଷ୍ଟମାନେ ତରଙ୍ଗିତ ସମୁଦ୍ର ତୁଲ୍ୟ, କାରଣ ତାହା ସ୍ଥିର ହୋଇପାରେ ନାହିଁ, ଆଉ ତହିଁର ଜଳରେ ପଙ୍କ ଓ କାଦୁଅ ଉଠେ।


“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


Swiv nou:

Piblisite


Piblisite