ଯିଶାଇୟ 5:16 - ଓଡିଆ ବାଇବେଲ16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି ଧର୍ମସ୍ଵରୂପ ପରମେଶ୍ଵର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ ବିଚାରରେ ଉନ୍ନତ ହୁଅନ୍ତି, ପୁଣି, ଧର୍ମସ୍ୱରୂପ ପରମେଶ୍ୱର ଧାର୍ମିକତାରେ ପବିତ୍ର ରୂପେ ମାନ୍ୟ ହୁଅନ୍ତି। Gade chapit laପବିତ୍ର ବାଇବଲ16 ସଦାପ୍ରଭୁ ସର୍ବଶକ୍ତିମାନ ଉତ୍ତମ ବିଗ୍ଭର କରିବେ ଏବଂ ଲୋକମାନେ ସେ ମହାନ ବୋଲି ଜାଣିବେ। ପବିତ୍ର ପରମେଶ୍ୱର ଧାର୍ମିକତା ଆଣିବେ ଓ ଲୋକମାନେ ତାଙ୍କୁ ଭକ୍ତି କରିବେ। Gade chapit la |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।