ଯିଶାଇୟ 5:19 - ଓଡିଆ ବାଇବେଲ19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।” Gade chapit laପବିତ୍ର ବାଇବଲ (Re-edited) - (BSI)19 ସେମାନେ କହନ୍ତି, ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ଵରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ଵରୂପଙ୍କର ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।” Gade chapit laପବିତ୍ର ବାଇବଲ19 ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା'ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।” Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ; ମାତ୍ର ସେମାନେ ଲଜ୍ଜିତ ହେବେ।