ଯିଶାଇୟ 5:30 - ଓଡିଆ ବାଇବେଲ30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)30 ପୁଣି, ସେମାନେ ସେହିଦିନ ସମୁଦ୍ରର ଗର୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜନ କରିବେ; ତହିଁରେ ଯେବେ କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି ସେସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି, ସେମାନେ ସେହି ଦିନ ସମୁଦ୍ରର ଗର୍ଜ୍ଜନ ତୁଲ୍ୟ ଲୋକମାନଙ୍କ ଉପରେ ଗର୍ଜ୍ଜନ କରିବେ; ତହିଁରେ ଯଦି କେହି ଦେଶ ପ୍ରତି ଅନାଇବ, ତେବେ ଦେଖ, ଅନ୍ଧକାର ଓ ସଙ୍କଟ, ପୁଣି, ସେହି ସ୍ଥାନର ଦୀପ୍ତି ମେଘମାଳାରେ ଅନ୍ଧକାରମୟ ହେବ। Gade chapit laପବିତ୍ର ବାଇବଲ30 ତେଣୁ “ସିଂହ” ଗର୍ଜନର ରବ, ସମୁଦ୍ର ଗର୍ଜନ ସଦୃଶ ସେମାନେ ଲୋକମାନଙ୍କ ଉପରେ ଗର୍ଜନ କରିବେ। ବନ୍ଦୀମାନେ ଯେତେବେଳେ ଗ୍ଭହିଁବେ ସେତେବେଳେ ସେମାନେ କେବଳ ଅନ୍ଧକାର ଦେଖିବେ। ସମସ୍ତ ଦୀପ୍ତି ଗ୍ଭଲିଯାଇ କେବଳ ଘନ ମେଘମାଳାରେ ଅନ୍ଧକାର ହୋଇଥିବେ। Gade chapit la |
ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତ ବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।