ଯିଶାଇୟ 5:8 - ଓଡିଆ ବାଇବେଲ8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର ! Gade chapit laପବିତ୍ର ବାଇବଲ (Re-edited) - (BSI)8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଶରେ ଯେପରି ଆଉ ସ୍ଥାନ ନ ଥିବ ଓ ତୁମ୍ଭେମାନେ ଯେପରି ତହିଁ ମଧ୍ୟରେ ଏକାକୀ ବାସ କରିବ, ଏଥିପାଇଁ ଗୃହକୁ ଗୃହ, କ୍ଷେତ୍ରକୁ କ୍ଷେତ୍ର ଲଗାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସନ୍ତାପର ପାତ୍ର! Gade chapit laପବିତ୍ର ବାଇବଲ8 ତୁମ୍ଭେ ସବୁ ଅତି ନିକଟତର ହୋଇ ବାସ କରିବ। ତୁମ୍ଭେମାନେ ଏପରି ଲଗାଲଗି ଘର କରିବ ଯେ, କୌଣସି ଟିକିଏ ହେଲେ ସ୍ଥାନ ଘର ଘର ମଧ୍ୟରେ ରହିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ଡ ଦେବେ ଯେପରିକି ତୁମ୍ଭେମାନେ ଏକାକୀ ବାସ କରିବ। ସମଗ୍ର ଦେଶରେ ତୁମେମାନେ କେବଳ ଏକମାତ୍ର ଗୋଷ୍ଠୀ ରହିବ। Gade chapit la |