Biblia Todo Logo
Bib sou entènèt

- Piblisite -




ଯିଶାଇୟ 50:9 - ଓଡିଆ ବାଇବେଲ

9 ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେସମସ୍ତେ ବସ୍ତ୍ର ପରି ଜୀର୍ଣ୍ଣ ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଦେଖ, ପ୍ରଭୁ, ସଦାପ୍ରଭୁ ମୋହର ସାହାଯ୍ୟ କରିବେ; ମୋତେ ଦୋଷୀ କରିବ କିଏ? ଦେଖ, ସେମାନେ ସମସ୍ତେ ବସ୍ତ୍ର ପରି ପୁରୁଣା ହେବେ; କୀଟ ସେମାନଙ୍କୁ ଗ୍ରାସ କରିବ।

Gade chapit la Kopi

ପବିତ୍ର ବାଇବଲ

9 ଦେଖ, ସଦାପ୍ରଭୁ, ମୋର ପ୍ରଭୁ ମୋତେ ସାହାଯ୍ୟ କରିବେ। ତେଣୁ କିଏ ମୋତେ ଦୋଷୀ କରିବ? ସେମାନେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହେବେ ଓ କୀଟ ସେଗୁଡ଼ିକୁ ଗ୍ରାସ କରିବ।

Gade chapit la Kopi




ଯିଶାଇୟ 50:9
10 Referans Kwoze  

ତଥାପି ମୁଁ କ୍ଷୟ ପାଉଥିବା ଜୀର୍ଣ୍ଣ-ପଦାର୍ଥ ତୁଲ୍ୟ ଓ କୀଟ-ଭକ୍ଷିତ ବସ୍ତ୍ର ତୁଲ୍ୟ ଅଟେ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ସେସବୁ ବିନଷ୍ଟ ହେବେ, ମାତ୍ର ତୁମ୍ଭେ ନିତ୍ୟ ଥିବ; ହଁ, ତହିଁ ମଧ୍ୟରୁ ସକଳ ବସ୍ତ୍ର ପରି ଜୀର୍ଣ୍ଣ ହୋଇଯିବ; ଆଉ, ତୁମ୍ଭେ ପରିଧେୟ ବସ୍ତ୍ର ପରି ସେସବୁ ପରିବର୍ତ୍ତନ କରିବ ଓ ସେସବୁ ପରିବର୍ତ୍ତିତ ହେବେ।


ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। [ସେଲା]


ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,


ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ୱା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ। ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି,” ଏହା ସଦାପ୍ରଭୁ କହନ୍ତି।


ମୋ’ ସଙ୍ଗେ ଯେ ବିବାଦ କରିବ, ସେ କିଏ ? କାରଣ (କେହି ଥିଲେ) ମୁଁ ନୀରବ ହୋଇ ପ୍ରାଣତ୍ୟାଗ କରିବି।


ମୁଁ ସ୍ୱେଚ୍ଛାଦତ୍ତ ଉପହାର ନେଇ ତୁମ୍ଭ ଉଦ୍ଦେଶ୍ୟରେ ବଳିଦାନ କରିବି; ହେ ସଦାପ୍ରଭୁ, ମୁଁ ତୁମ୍ଭ ନାମର ଧନ୍ୟବାଦ କରିବି, କାରଣ ତାହା ଉତ୍ତମ।


Swiv nou:

Piblisite


Piblisite