ଯିଶାଇୟ 51:12 - ଓଡିଆ ବାଇବେଲ12 ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ, Gade chapit laପବିତ୍ର ବାଇବଲ (Re-edited) - (BSI)12 ଯେ ତୁମ୍ଭମାନଙ୍କୁ ସାନ୍ତ୍ଵନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟ ସନ୍ତାନକୁ ଭୟ କରୁଅଛ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 “ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ, Gade chapit laପବିତ୍ର ବାଇବଲ12 ସଦାପ୍ରଭୁ କୁହନ୍ତି, “ଆମ୍ଭେ ହେଉଛୁ ସେହି ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା ଦିଅନ୍ତି, ତେବେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ୟ ଏପରି ମାନବର ସନ୍ତାନକୁ ଭୟ କରୁଅଛ?” Gade chapit la |
ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।