ଯିଶାଇୟ 51:23 - ଓଡିଆ ବାଇବେଲ23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଳେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା : ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ଯେଉଁମାନେ ତୁମ୍ଭକୁ କ୍ଲେଶ ଦିଅନ୍ତି, ସେମାନଙ୍କ ହସ୍ତରେ ଆମ୍ଭେ ତାହା ଦେବା; ସେମାନେ ତୁମ୍ଭ ପ୍ରାଣକୁ କହିଅଛନ୍ତି, ‘ନଇଁ ପଡ଼, ଆମ୍ଭେମାନେ ତୁମ୍ଭ ଉପର ଦେଇ ଗମନ କରିବା:’ ଆଉ, ତୁମ୍ଭେ ଭୂମି ଓ ସଡ଼କ ପରି ଗମନକାରୀମାନଙ୍କ ନିମନ୍ତେ ଆପଣା ପିଠି ପାତି ଦେଇଅଛ।” Gade chapit laପବିତ୍ର ବାଇବଲ23 ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଇଛନ୍ତି, ସେହିମାନଙ୍କ ବିପକ୍ଷରେ ଆମ୍ଭେ ଯିବା। ସେମାନେ ତୁମ୍ଭକୁ କହିଛନ୍ତି, ‘ତୁମ୍ଭେ ନଇଁପଡ଼, ଆମ୍ଭେ ତୁମ୍ଭ ଉପରେ ଗମନ କରିବୁ।’ ପୁଣି ତୁମ୍ଭେମାନେ ଭୂମି ଓ ସଡ଼କପରି ପିଠି ପାତି ଦେଇଛ ଏବଂ ସେମାନେ ତୁମ୍ଭମାନଙ୍କ ଉପରେ ଗମନା ଗମନ କରିଛନ୍ତି।” Gade chapit la |