ଯିଶାଇୟ 53:7 - ଓଡିଆ ବାଇବେଲ7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। Gade chapit laପବିତ୍ର ବାଇବଲ7 ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ। Gade chapit la |