ଯିଶାଇୟ 53:8 - ଓଡିଆ ବାଇବେଲ8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା ? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ ଉପଦ୍ରବ ଓ ବିଚାର ଦ୍ଵାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ,। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ। Gade chapit laପବିତ୍ର ବାଇବଲ8 ଲୋକମାନେ ବଳପୂର୍ବକ ତାଙ୍କୁ ବିଗ୍ଭର ପାଇଁ ଧରି ନେଲେ ଓ ଉପଯୁକ୍ତ ବିଗ୍ଭର ତାଙ୍କ ପାଇଁ କରାଗଲା ନାହିଁ। ପୁଣି ସେ ଜୀବିତ ଲୋକମାନଙ୍କ ଦେଶରୁ ଦଣ୍ଡିତ ହେଲେ ଓ ସେ ସମୟରେ କିଏ ତାଙ୍କ ପ୍ରତି ସୁବିବେଚନା କଲା? ଆମ୍ଭ ଲୋକମାନଙ୍କର ପାପ ପାଇଁ ସେ ପ୍ରହାରିତ ହେଲେ। Gade chapit la |